Indus Valley Times

ଦିଲ୍ଲୀରେ ରାଜନାଥଙ୍କୁ ଭେଟିଲେ ମୋହନ; ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ସହ ଓଡିଶା ଆସିବାକୁ କଲେ ନିମନ୍ତ୍ରଣ

 Breaking News

ଦିଲ୍ଲୀରେ ରାଜନାଥଙ୍କୁ ଭେଟିଲେ ମୋହନ; ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ସହ ଓଡିଶା ଆସିବାକୁ କଲେ ନିମନ୍ତ୍ରଣ

ଦିଲ୍ଲୀରେ ରାଜନାଥଙ୍କୁ ଭେଟିଲେ ମୋହନ; ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ସହ ଓଡିଶା ଆସିବାକୁ କଲେ ନିମନ୍ତ୍ରଣ
May 27
17:17 2025

ଭୁବନେଶ୍ୱର,୨୭/୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗ ଉପରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।
ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁରୀ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଏପରିକି ସମସ୍ତ କେନ୍ଦ୍ରମନ୍ତ୍ରୀ, NDA ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31