Indus Valley Times

ନର୍ସିଂହୋମରେ ଲାଗିଲା ନିଆଁ : ରୋଗୀଙ୍କୁ ଉଦ୍ଧାର କରୁଛନ୍ତି ଅଗ୍ନିଶମ କର୍ମଚାରୀ

 Breaking News

ନର୍ସିଂହୋମରେ ଲାଗିଲା ନିଆଁ : ରୋଗୀଙ୍କୁ ଉଦ୍ଧାର କରୁଛନ୍ତି ଅଗ୍ନିଶମ କର୍ମଚାରୀ

July 13
16:56 2024

କଟକ,୧୩/୭: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍ର ତୃତୀୟ ମହଲାରେ ଥିବା ଆଇସିୟୁରେ ନିଆଁ ଲାଗିଛି।
ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହିତ ଆଇସିୟୁରେ ଥିବା ରୋଗୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର ପାଇଁ ପ୍ରୟାସ ମଧ୍ୟ ଜାରି ରଖିଛନ୍ତି। କେଉଁ କାରଣରୁ ନିଆଁ ଲାଗିଛି ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନ ଥିବା ବେଳେ ପୋଲିସ ଏବଂ ଅଗ୍ନିଶମ ବାହିନୀ ଉପସ୍ଥିତ ରହିଛନ୍ତି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031