Indus Valley Times

ନାବାଳିକାକୁ ଜାଳିଦେଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି

 Breaking News

ନାବାଳିକାକୁ ଜାଳିଦେଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି

ନାବାଳିକାକୁ ଜାଳିଦେଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି
July 19
11:10 2025

କୋଣାର୍କ,୧୯/୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ତେବେ କେଉଁ କାରଣରୁ ଦୁର୍ବୃତ୍ତମାନେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଲେ ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031