Indus Valley Times

ପିଲାଙ୍କ ପ୍ରଥମଶ୍ରେଣୀରେ ନାମଲେଖା ପାଇଁ ବୟସ ଧାର୍ଯ୍ୟକଲେ ସରକାର

 Breaking News

ପିଲାଙ୍କ ପ୍ରଥମଶ୍ରେଣୀରେ ନାମଲେଖା ପାଇଁ ବୟସ ଧାର୍ଯ୍ୟକଲେ ସରକାର

ପିଲାଙ୍କ ପ୍ରଥମଶ୍ରେଣୀରେ ନାମଲେଖା ପାଇଁ ବୟସ ଧାର୍ଯ୍ୟକଲେ ସରକାର
March 18
17:29 2025

ଭୁବନେଶ୍ୱର,୧୮/୩: ଓଡ଼ିଶା ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି (ଘଋଚ) ୨୦୨୦ କାର‌୍ୟ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାର ଏକ ଅଂଶ ସ୍ୱରୂପ, ପ୍ରଥମ ଶ୍ରେଣୀରେ ପ୍ରବେଶ ପାଇଁ ସର୍ବନିମ୍ନ ବୟସ ୬ ବର୍ଷ କିମ୍ବା ତା’ଠାରୁ ଅଧିକ ଧାର୍ଯ୍ୟ କରାଯାଇଛି।
ଛାତ୍ରଛାତ୍ରୀଙ୍କ ସାମଗ୍ରିକ ଶୈକ୍ଷିକ ବିକାଶ ସୁନିଶ୍ଚିତ କରିବା ପାଇଁ ଶିକ୍ଷାବିତ୍ ଏବଂ ବିଶେଷଜ୍ଞଙ୍କ ସହ ପରାମର୍ଶ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ସହିତ, ଛାତ୍ରଛାତ୍ରୀମାନଙ୍କୁ ଅଧିକ ନମନୀୟତା ପ୍ରଦାନ କରିବା ପାଇଁ, ଛଅ ବର୍ଷ ବୟସ ପୂରଣ କରିବାର ଶେଷ ତାରିଖ ମାର୍ଚ୍ଚ ୩୧ ରୁ ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ସ୍କୁଲ ଏବଂ ଗଣଶିକ୍ଷା ବିଭାଗ କହିଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930