Indus Valley Times

ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

 Breaking News

ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି
June 10
16:56 2024

ଭୁବନେଶ୍ୱର,୧୦/୬: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିସାରିଥିବା ବେଳେ ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତିକୁ ଉପକୂଳରେ ଗୁଳୁଗୁଳି କଲବଲ କରୁଛି। ପ୍ରଚଣ୍ଡ ତାତି ନେଇ ୮ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି। ତାତିର ମୁକାବିଲା ନେଇ ପଦକ୍ଷେପ ନେବାକୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି। ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ ଓ ନୂଆପଡ଼ା ଜିଲାପାଳଙ୍କୁ ଚିଠି ଲେଖି ଏସ୍ଆରସି ସତର୍କ କରାଇଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031