Indus Valley Times

ଫାଲକନୁମା ଏକ୍ସପ୍ରେସ୍ରେ ଅଗ୍ନିକାଣ୍ଡ, ସର୍ଟ୍ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ

 Breaking News

ଫାଲକନୁମା ଏକ୍ସପ୍ରେସ୍ରେ ଅଗ୍ନିକାଣ୍ଡ, ସର୍ଟ୍ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ

ଫାଲକନୁମା ଏକ୍ସପ୍ରେସ୍ରେ ଅଗ୍ନିକାଣ୍ଡ, ସର୍ଟ୍ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ
July 07
13:04 2023

ବିଶାଖାପାଟଣା,୭/୭ : ବିଶାଖାପାଟଣାର ପାଗଡିପାଲି-ବୋମାଇପାଲି ନିକଟରେ ହାୱଡ଼ା-ସିକନ୍ଦରାବାଦ ଫାଲକନୁମା ଏକ୍ସପ୍ରେସରେ ନିଆଁ ଲାଗିଯାଇଛି। ଟ୍ରେନରେ ନିଆଁ ଲାଗିବା ଯୋଗୁ ଯାତ୍ରୀମାନଙ୍କର କିଛି କ୍ଷୟକ୍ଷତି ହୋଇ ନାହିଁ। ହେଲେ ଯାତ୍ରୀଙ୍କର ଆସବାବ ପତ୍ର ପୋଡ଼ିଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି
ଟ୍ରେନ ଏକାଧିକ ବଗିରେ ନିଆଁଥିବା ଜଣାପଡ଼ିଛି। ପ୍ରବଳ ଧୁଆଁ ବାହାରିବା ଯୋଗୁ ଅଗ୍ନିଶମ ବାହିନୀଙ୍କୁ ନିଆଁକୁ ଆୟତ କରିବା ପାଇଁ ଅସୁବିଧା ସୃଷ୍ଟି ହେଉଛି।
ହାୱଡ଼ାରୁ ସିକନ୍ଦରାବାଦ ଆସୁଥିବା ବେଳେ ଟ୍ରେନରେ ନିଆଁ ଲାଗିଯାଇଥିଲା। ସର୍ଟ ସର୍କିଟ ଯୋଗୁଁ ଟ୍ରେନରେ ନିଆଁ ଲାଗିଥିବା ସୂଚନା ମିଳିଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031