Indus Valley Times

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

 Breaking News

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା
November 08
19:30 2024

ଭୁବନେଶ୍ୱର,୮/୧୧: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଲଘୁଚାପରେ ପରିଣତ ହେବା ପରେ ପଶ୍ଚିମ ଦିଗକୁ ଗତି କରିବ ବୋଲି ସୂଚନା ମିଳିଛି। ପରବର୍ତ୍ତୀ ଦୁଇଦିନ ପର‌୍ୟ୍ୟନ୍ତ ତାମିଲନାଡୁ, ଶ୍ରୀଲଙ୍କା ଆଡ଼େ ମୁହାଁଇବ।
ଏହାର ପ୍ରଭାବରେ ୧୨ ପର‌୍ୟ୍ୟନ୍ତ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ରହିଛି। ତାମିଲନାଡୁ, କେରଳ, ପୁଡୁଚେରୀରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31