Indus Valley Times

ବାରବାଟୀ କଟକ ବିଧାନସଭା ନିର୍ବାଚନୀ ମାମଲାର ଆସିଲା ରାୟ, ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

 Breaking News

ବାରବାଟୀ କଟକ ବିଧାନସଭା ନିର୍ବାଚନୀ ମାମଲାର ଆସିଲା ରାୟ, ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

ବାରବାଟୀ କଟକ ବିଧାନସଭା ନିର୍ବାଚନୀ ମାମଲାର ଆସିଲା ରାୟ, ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ
March 04
11:41 2024

କଟକ, ୪/୩ : ବାରବାଟୀ-କଟକ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ।
ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନଥିବାରୁ ଅସିଦ୍ଧ ଘୋଷାଣା କରାଯାଇଛି। ସୂଚନାଯୋଗ୍ୟ, ମୋକିମଙ୍କ ବିରୋଧରେ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ମାମଲା କରିଥିଲେ।

About Author

indadmin

indadmin

Related Articles

Archives

Calendar

December 2024
M T W T F S S
 1
2345678
9101112131415
16171819202122
23242526272829
3031