Indus Valley Times

ବାଲେଶ୍ୱର : ଏଟିଏମ ମେସିନ ଭାଙ୍ଗି ଟଙ୍କା ଲୁଟ୍

 Breaking News

ବାଲେଶ୍ୱର : ଏଟିଏମ ମେସିନ ଭାଙ୍ଗି ଟଙ୍କା ଲୁଟ୍

ବାଲେଶ୍ୱର : ଏଟିଏମ ମେସିନ ଭାଙ୍ଗି ଟଙ୍କା ଲୁଟ୍
June 25
11:14 2022

ବାଲେଶ୍ବର, ୨୫/୬: ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମ୍ରୁ ଲୁଟ୍ । ବାଲେଶ୍ବର ସଦର ଥାନା ହଳଦୀପଦା ପଦ୍ମପୁର ବଜାରରେ ଥିବା ଏଟିଏମ୍ରୁ ଲୁଟ୍ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସୂଚନାଯୋଗ୍ୟ ଯେ, ବାଲେଶ୍ବର ସଦର ଥାନା ହଳଦୀପଦା ପଦ୍ମପୁର ବଜାରରେ ଥିବା ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମ୍ରୁ ଲୁଟ୍ ହୋଇଛି ।
ଗ୍ୟାସ୍ କଟରରେ କାଟି ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ । ତେବେ ଏଟିଏମ୍ରୁ କେତେ ଟଙ୍କା ଲୁଟ୍ ହୋଇଛି ତାହା ସ୍ପଷ୍ଟ ହୋଇନି ।
ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତଦନ୍ତ ପରେ ଏଟିଏମ୍ରୁ କେତେ ଟଙ୍କା ଲୁଟ୍ ହୋଇଛି ସେନେଇ ସ୍ପଷ୍ଟ ହେବ ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031