Indus Valley Times

ମନ୍ତ୍ରୀଙ୍କୁ ଘାରିଛି ଛତୁଆ ଚିନ୍ତା, ଆଗକୁ ମାଣ୍ଡିଆ ନେଇପାରେ ସ୍ଥାନ

 Breaking News

ମନ୍ତ୍ରୀଙ୍କୁ ଘାରିଛି ଛତୁଆ ଚିନ୍ତା, ଆଗକୁ ମାଣ୍ଡିଆ ନେଇପାରେ ସ୍ଥାନ

September 30
18:44 2024

ଭୁବନେଶ୍ୱର,୩୦/୯: ମନ୍ତ୍ରୀଙ୍କୁ ଘାରିଲାଣିି ଛତୁଆ ଚିନ୍ତା । ଆଗକୁ ମାଣ୍ଡିଆ ନେଇପାରେ ଛତୁଆରେ ଜାଗା । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗକୁ ଛତୁଆ ବଦଳରେ ମାଣ୍ଡିଆ ଦେବା ପାଇଁ ଚିନ୍ତା କରୁଛି ବିଭାଗ । ସବୁଆଡେ ଛତୁଆ ନୁହଁ, ଆଞ୍ଚଳିକ ଆବଶ୍ୟକତା ଅନୁଯାୟୀ, ପିଲାଙ୍କୁ ଖାଦ୍ୟ ଦିଆଯିବ ।
ଖାସ କରି ଖରାପ ଛତୁଆ ବିଭାଗ ପାଇଁ ସାଜିଛି ମୁଣ୍ଡବ୍ୟଥାର କାରଣ । ଖରାପ ଛତୁଆକୁ ନେଇ ବିଭାଗ ନିନ୍ଦା ସହୁଛି । ପୃଷ୍ଟିକର ଛତୁଆ କେମିତି ତିଆରି ହେବ । ସେନେଇ ବିଭାଗ ଆଲୋଚନା କରୁଛି ।
ଖୁବଶୀଘ୍ର ଏଦିଗରେ କିପରି ପଦକ୍ଷେପ ନିଆଯିବ । ସେନେଇ ମଧ୍ୟ ଆଲୋଚନା ଚାଲିଛି । ଅପପୃଷ୍ଟି ମୁକ୍ତ ଓଡିଶା ଗଠନ କରିବାକୁ ବିଭାଗ ପ୍ରତିଶୃତିବଦ୍ଧ ବୋଲି ପ୍ରଭାତୀ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930