Indus Valley Times

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

 Breaking News

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 19
17:35 2024

ଭୁବନେଶ୍ୱର,୧୯/୮: ଭାଇ-ଭଉଣୀର ସମ୍ପର୍କକୁ ଅଧିକ ମଜଭୁତ କରିଥାଏ ରାଖୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାଖୀ ବାନ୍ଧି ଭାଇର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥାଏ।
ଆଉ ବଦଳରେ ଭାଇ, ତା’ ଭଉଣୀକୁ ରକ୍ଷା କରିବାର ସଂକଳ୍ପ ବି ନେଇଥାଏ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ହାତରେ ରାଖୀ ବାନ୍ଧିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ମୁଖ୍ୟମନ୍ତ୍ରୀ ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ ରାଖୀ ପୂର୍ଣ୍ଣିମା ଓ ଶ୍ରୀ ବଳଭଦ୍ରଙ୍କ ଜନ୍ମ ଦିନରେ ଅନେକ ଅନେକ ଶୁଭେଚ୍ଛା। ରକ୍ଷା ସୂତ୍ର ସମସ୍ତଙ୍କ ଜୀବନକୁ ମଙ୍ଗଳମୟ ସହ ସମ୍ପର୍କକୁ ଆହୁରି ନିବିଡ଼ କରୁ ବୋଲି ଲେଖିଛନ୍ତି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031