Indus Valley Times

ଯାଜପୁର ଜିଏସ୍‌ଟି ଆସିଷ୍ଟାଣ୍ଡ କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍, ୫ଟି ସ୍ଥାନରେ ଚାଲିଛି ଚଢାଉ

 Breaking News

ଯାଜପୁର ଜିଏସ୍‌ଟି ଆସିଷ୍ଟାଣ୍ଡ କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍, ୫ଟି ସ୍ଥାନରେ ଚାଲିଛି ଚଢାଉ

ଯାଜପୁର ଜିଏସ୍‌ଟି ଆସିଷ୍ଟାଣ୍ଡ କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍, ୫ଟି ସ୍ଥାନରେ ଚାଲିଛି ଚଢାଉ
August 17
10:44 2024

ଭୁବନେଶ୍ୱର,୧୭/୮ : ଏଝଞ ଅତିରିକ୍ତ କମିଶନରଙ୍କ ଘରେ ପଶିଲା ଭିଜିଲାନ୍ସ। ଯାଜପୁର ଉଞଌଏଝଞ ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ରହିଛି। ପ୍ରାୟ ୫.୮୫ ଲକ୍ଷ ରାଜସ୍ୱ ହେରଫେର କରିଥିବା ଜଣାପଡ଼ିଛି।
ଏଝଞ ଅତିରିକ୍ତ କମିଶନର ଜଣେ ଡିଲର୍ ଠାରୁ ଜବତ ସ୍କ୍ରାପ୍‌କୁ ଅନ୍ୟତ୍ର ବିକ୍ରି କରିଥିବା ତାଙ୍କ ନାଁରେ ଅଭିଯୋଗ ରହିଛି। ଭୁବନେଶ୍ୱର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।
ବିନୟ ଭୂଷଣଙ୍କର ଭୁବନେଶ୍ୱର ୟୁନିଟ୍ ୨ରେ ଥିବା କ୍ୱାର୍ଟର୍ସ ଓ ଖୋର୍ଦ୍ଧାରେ ଥିବା ପୈତୃକ ଘର ସମେତ ୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। କଟକ ଭିଜିଲାନ୍ସ ଡିଭଜନ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଚଢ଼ାଉ ବିଭିନ୍ନ କମ୍ପାନୀର କିଛି ଡକ୍ୟୁମେଣ୍ଟ ଓ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଛି

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031