Indus Valley Times

ରଥଯାତ୍ରାରେ ପୁଣି ଆସିବେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ କରିଲେ ନିମନ୍ତ୍ରଣ

 Breaking News

ରଥଯାତ୍ରାରେ ପୁଣି ଆସିବେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ କରିଲେ ନିମନ୍ତ୍ରଣ

May 26
17:02 2025

ପୁରୀ,୨୬/୫: ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁରୀକୁ ନିମନ୍ତ୍ରଣ କରାଯାଇଛି। ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ସମସ୍ତ କେନ୍ଦ୍ରମନ୍ତ୍ରୀ, ଘଊଇ ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ନିମନ୍ତ୍ରଣ ହୋଇଥିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
ଅନ୍ୟପକ୍ଷେ ରଥଯାତ୍ରା ପାଇଁ ପୁରୀ ଚଳଚଞ୍ଚଳ ହୋଇ ଉଠିଛି। ରଥଖଳାରେ ମହାରଣା ସେବାୟତ ମାନେ ରଥ ନିର୍ମାଣ କାର୍ଯ୍ୟରେ ଲାଗି ପଡିଛନ୍ତି। ଏକ ପ୍ରକାର ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ପର୍ଯ୍ୟାୟ ପର୍ଯ୍ୟାୟ ବିଭିନ୍ନ ସ୍ଥାନରୁ ରଥ କାଠ ମଧ୍ୟ ପହଞ୍ଚିଥିବା ଦେଖିବାକୁ ମିଳୁଛି ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930