Indus Valley Times

ରାଜ୍ୟରେ ଆଉ ୧୯୩୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୭୩ଜଣ

 Breaking News

ରାଜ୍ୟରେ ଆଉ ୧୯୩୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୭୩ଜଣ

ରାଜ୍ୟରେ ଆଉ ୧୯୩୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୭୩ଜଣ
October 21
11:46 2020

ଭୁବନେଶ୍ବର ୨୧।୧୦: ରାଜ୍ୟରେ ଦିନକୁ ଦିନ ହ୍ରାସପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବୁଧବାର ଦିନ ଆଉ ୧୯୦୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୪୧୮୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୨୦ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୮୧୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୭୩ଜଣ, ବରଗଡ଼ ଜିଲ୍ଲାରୁ ୬୬ଜଣ, ଭଦ୍ରକ ଜିଲ୍ଲାରୁ ୬୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୪ଜଣ, ବୌଦ୍ଧ ଜିଲ୍ଲାରୁ ୭ଝଣ, କଟକ ଜିଲ୍ଲାରୁ ୧୫୩ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୫ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୭ଜଣ. ଜଗତସିଂହପୁର ଜିଲ୍ଲାରୁ ୭୮ଜଣ, ଯାଜପୁର ଜିଲ୍ଲାରୁ ୬୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪୫ଜଣ, କନ୍ଧମାଳ ଜିଲ୍ଲାରୁ ୬୧ଜଣ, କେନ୍ଦୁଝର ଜିଲ୍ଲାରୁ ୬୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୩ଜଣ, କୋରାପୁଟ ଜିଲ୍ଲାରୁ ୨୯ଜଣ, ମାଲକାନଗିରି ଜିଲ୍ଲାରୁ ୩୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୨ଜଣ, ନୟାଗଡ଼ା ଜିଲ୍ଲାରୁ ୨୩ଜଣ, ନୂଆପଡ଼ା ଜିଲ୍ଲାରୁ ୪୩ଜଣ, ପୁରୀ ଜିଲ୍ଲାରୁ ୭୨ଜଣ, ରାୟଗଡ଼ା ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୩୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୪ଜଣ, ଷ୍ଟେଟ ପୁଲ୍ରୁ ୫୧ଜଣ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031