Indus Valley Times

ସଟ୍ ସର୍କିଟରେ ନିଆଁ ଲାଗି ବହୁ ଜିନିଷ ପୋଡି ନଷ୍ଟ

 Breaking News

ସଟ୍ ସର୍କିଟରେ ନିଆଁ ଲାଗି ବହୁ ଜିନିଷ ପୋଡି ନଷ୍ଟ

April 22
19:25 2022

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୨୨/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୂଜାରୀ ସାହିରେ ପ୍ରଫୁଲ ଦାଶ ଙ୍କ ଘରେ ଭଡା ରହୁଥିବା ଜଣେ ଶିକ୍ଷକ ଘରେ ସଟ୍ ସର୍କିଟରେ ନିଆଁ ଲାଗି ବହୁ ଜିନିଷ ପୋଡି ନଷ୍ଟ ହୋଇଯାଇଛି ।
ଭଡାରେ ରହୁଥିବା ଶିକ୍ଷକ ଜଣକ ଅନୁପସ୍ଥିତ ଥିବା ଯୋଗୁଁ ଘର ତାଲା ଝୁଲୁ ଥିଲା । ଘର ଭିତରୁ ଧୂଆଁ ବାହାରୁ ଥିବା ବିଷୟ ଆଖପାଖ ସାହି ବାସିନ୍ଦା,ଓ ନିକଟରେ ଥିବା ସିଆରପିଏଫ୍ ବାଟାଲିୟନ ଦେଖିବା ପରେ ଘଟଣା ସ୍ଥଳରେ ପହଂଚି ନିଆଁ କୁ ଆୟତ୍ତ କରୁଥିବା ବେଳେ ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ କୁ ଆୟତ୍ତ କରିଥିଲେ ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031