Indus Valley Times

ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼, ଯୋଗ୍ୟଙ୍କୁ ସାମିଲ୍ ଏବଂ ଅଯୋଗ୍ୟ ପଡ଼ିବେ ବାଦ୍

 Breaking News

ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼, ଯୋଗ୍ୟଙ୍କୁ ସାମିଲ୍ ଏବଂ ଅଯୋଗ୍ୟ ପଡ଼ିବେ ବାଦ୍

ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼, ଯୋଗ୍ୟଙ୍କୁ ସାମିଲ୍ ଏବଂ ଅଯୋଗ୍ୟ ପଡ଼ିବେ ବାଦ୍
September 04
19:36 2025

ଭୁବନେଶ୍ୱର, ୪/୯: ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼। କଟିଥିବା ହିତାଧିକାରୀଙ୍କୁ ସାମିଲ ପାଇଁ ବଡ଼ ପଦକ୍ଷେପ। ଯୋଗ୍ୟଙ୍କୁ ସାମିଲ ଏବଂ ଅଯୋଗ୍ୟଙ୍କୁ ବାଦ୍ ଦେବାକୁ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।
ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏନେଇ ଚିଠି ଲେଖାଯାଇଛି। ଚାରି ଚକିଆ ଥିବା ହିତାଧିକାରୀଙ୍କ ତଥ୍ୟ ପାଇଁ ପରିବହନ ବିଭାଗକୁ ଚିଠି। ଖାଦ୍ୟ ଯୋଗାଣ ବିଭାଗକୁ ମୃତ ହିତାଧିକାରୀଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ପଞ୍ଜୀକରଣ କରି ଧାନ ବିକିଥିବା ମହିଳାଙ୍କ ତଥ୍ୟକୁ ଆଉ ଥରେ ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930