Indus Valley Times

ଅକ୍ଷୟ ତୃତୀୟାରେ ରଥକାଠ ଅନୁକୂଳ ନୀତି: ଶ୍ରୀମନ୍ଦିରରୁ ରଥଖଳାକୁ ହେଲା ଆଜ୍ଞାମାଳ ବିଜେ

 Breaking News

ଅକ୍ଷୟ ତୃତୀୟାରେ ରଥକାଠ ଅନୁକୂଳ ନୀତି: ଶ୍ରୀମନ୍ଦିରରୁ ରଥଖଳାକୁ ହେଲା ଆଜ୍ଞାମାଳ ବିଜେ

ଅକ୍ଷୟ ତୃତୀୟାରେ ରଥକାଠ ଅନୁକୂଳ ନୀତି: ଶ୍ରୀମନ୍ଦିରରୁ ରଥଖଳାକୁ ହେଲା ଆଜ୍ଞାମାଳ ବିଜେ
May 10
19:39 2024

ପୁରୀ,୧୦/୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ ଆଜି ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନଯାତ୍ରା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି କରାଯାଇଥିଲା । ।
ମଙ୍ଗଳ ଆରତୀ ପରେ ମଇଲମ, ଚନ୍ଦନବେଢା ଖଇକୋରା ଭୋଗ, ସର୍ବାଙ୍ଗ ବେଶ ସରି ଦକ୍ଷିଣ ଘର ଭୋଗ ପରେ ପ୍ରାୟ ଦିନ ୩ଟାରେ ମଧ୍ୟାହ୍ନ ଧୂପ ନୀତି କରାଯିବାକୁ ସ୍ଥିର ହୋଇଥିଲା । ସେପଟେ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ହେବାନେଇ ନୀତି ନିର୍ଘଣ୍ଟ ହୋଇଛି ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031