Indus Valley Times

ଅଜଣା ଗାଡି ଧକ୍କାରେ ତିନୋଟି ଭାଲୁ ମୃତ

 Breaking News

ଅଜଣା ଗାଡି ଧକ୍କାରେ ତିନୋଟି ଭାଲୁ ମୃତ

ଅଜଣା ଗାଡି ଧକ୍କାରେ ତିନୋଟି ଭାଲୁ ମୃତ
February 05
13:22 2023

ନୀଳଗିରି,୫/୧ : ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ଛୁଆ ସହ ମା ଭାଲୁର ଜୀବନ। ବାଲେଶ୍ବର ଜିଲ୍ଲା ନୀଳଗିରି ବନ ବିଭାଗ ଅଧୀନ ଅଯୋଧ୍ୟା ମିତ୍ରପୁର ରାସ୍ତାର ପାଟଣାଠାରେ ଗତ ରାତିରେ ଘଟିଛି ଏହି ଦୁର୍ଘଟଣା। ତିନୋଟି ଭାଲୁଙ୍କର ମୃତଦେହ ଜବତ କରିଛି ନୀଳଗିରି ବନ ବିଭାଗ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031