Indus Valley Times

ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍ : ନଭେମ୍ବର ୧୬ ରେ ଖୋଲିବ ସ୍ଲୁଲ୍‌

 Breaking News

ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍ : ନଭେମ୍ବର ୧୬ ରେ ଖୋଲିବ ସ୍ଲୁଲ୍‌

ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍ : ନଭେମ୍ବର ୧୬ ରେ ଖୋଲିବ ସ୍ଲୁଲ୍‌
October 31
11:42 2020

ଭୁବନେଶ୍ୱର,୩୧/୧୦: ମହାମାରୀ କରୋନା ପାଇଁ ରାଜ୍ୟରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା । ଶନିବାର ଦିନ ଅନ୍‌ଲକ୍‌-୬ ଗାଇଡ୍ ଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଯେଉଁଥିରେ ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତତ ସ୍କୁଲ ଖୋଲିବ। ନବମରୁ ଦ୍ୱାଦଶ ବ୍ୟତୀତ ସବୁ ଶିକ୍ଷାନୁଷ୍ଠାନ ୩୦ ଯାଏଁ ବନ୍ଦ ରହିବ। କୋଭିଡ୍ ଗାଇଡ୍ଲାଇନ୍ ଅନୁସାରେ ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ହୋଇଛି। କଣ୍ଟେମେଣ୍ଡ ଜୋନରେ ଜାରି ରହିବ ଲକଡାଉନ୍ ।
ନଭେମ୍ବର ୧୫ ଯାଏଁ ବନ୍ଦ ରହିବ ସିନେମା ହଲ୍ ଓ ସୁଇମିଂ ପୁଲ୍। ବାହାଘରରେ ସର୍ବାଧିକ ୨୦୦ ଲୋକ ଯୋଗ ଦେଇପାରିବେ। ଅନ୍ତିମ ସଂସ୍କାରରେ ସର୍ବାଧିକ ୫୦ ଜଣ ଯୋଗ ଦେଇପାରିବେ। ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିବ। ବଡ଼ ଧରଣର ଧାର୍ମିକ କିମ୍ବା ରାଜନୈତିକ ସମାବେଶକୁ ବାରଣ କରାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031