Indus Valley Times

ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ

 Breaking News

ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ
November 17
14:04 2020

ଭୁବନେଶ୍ୱର,୧୭/୧୧: ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ନୂଆ ଦାୟିତ୍ୱ ମିଳିଛି । ଆଗାମୀ ୩ ବର୍ଷ ଲାଗି ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଂଚାଳନ ସମିତିରେ ଭାରତ ତରଫରୁ ପ୍ରତିନିଧିତ୍ୱ କରିବେ ବିଜେପି ସାଂସଦ ଅପରାଜିତା । ଲୋକସଭା ବାଚସ୍ପତିଙ୍କ ଅନୁମୋଦନରେ ଅପରାଜିତାଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031