Indus Valley Times

ଅଭିନେତା ବିଜୟ ମହାନ୍ତି ଙ୍କ ଦେହାନ୍ତ

 Breaking News

ଅଭିନେତା ବିଜୟ ମହାନ୍ତି ଙ୍କ ଦେହାନ୍ତ

ଅଭିନେତା ବିଜୟ ମହାନ୍ତି ଙ୍କ ଦେହାନ୍ତ
July 20
21:26 2020

ଭୁବନେଶ୍ୱର,୨୦/୭: ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ସୋମବାର ରାଜଦଧାନୀର କେୟାର ହସ୍ପିଟାଲରେ ପ୍ରାଣ ହରାଇଛନ୍ତି । ନିକଟରେ ସେ ହାଇଦ୍ରାବାଦରୁ ଓଡିଶା ଆସିଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031