Indus Valley Times

ଆଇଏଲ୍‌ଏସ୍ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା

 Breaking News

ଆଇଏଲ୍‌ଏସ୍ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା

August 25
11:31 2024

ଭୁବନେଶ୍ୱର, ୨୫/୮ : ଭୁବନେଶ୍ୱର ସ୍ଥିତ ଘରୁ ILS ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।
ଆଜି ସକାଳେ ସନ୍ଦୀପ ମିଶ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ସନ୍ଦୀପ ଆତ୍ମହତ୍ୟା କରିଛନ୍ତି ନା ତାଙ୍କ ମୃତ୍ୟୁ ପଛରେ ଆଉ କିଛି କାରଣ ରହିଛି ତାହା ଜଣାପଡ଼ିନାହିଁ। କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ସନ୍ଦୀପଙ୍କର ଉଲ୍ଲେଖନୀୟ ଭୂମିକା ରହିଥିଲା।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031