Legatus

ଆଗାମୀ ୪ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା!

 Breaking News

ଆଗାମୀ ୪ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା!

ଆଗାମୀ ୪ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା!
May 10
17:29 2024

ଭୁବନେଶ୍ୱର,୧୦/୫: ଆଗାମୀ ୩ଘଣ୍ଟା ପ୍ରବଳ ବର୍ଷା ହେବା ନେଇ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ରାଜ୍ୟର ୭ଜିଲାରେ ବର୍ଷା ନେଇ ଆକଳନ କରିଛି ବିଭାଗ । ଘଡଘଡି ସହ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଭୁବନେଶ୍ୱର, କଟକ ସମେତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଖୋର୍ଦ୍ଧାରେ ବର୍ଷା ସମ୍ଭାବନା ରହିଛି।
ସେ ଆହୁରି କହିଛନ୍ତି, ଟୁଇନ୍ ସିଟିରେ ଆଜି ଅପରାହ୍ନ ପରେ ସନ୍ଧ୍ୟା ଏବଂ ରାତ୍ରି ସମୟରେ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହା ସହ ତାପମାତ୍ରା ୩୭ ଡିଗ୍ରି ଭିତରେ ରହିପାରେ। ଉତ୍ତର ବିହାରରୁ ଉତ୍ତର ଓଡ଼ିଶା ପର‌୍ୟ୍ୟନ୍ତ ଏକ ନିମ୍ନଚାପ ରେଖା ଗତି କରୁଛି ଝାରଖଣ୍ଡ ଓ ପଶ୍ଚିମବଙ୍ଗ ଦେଇ ତାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ହୋଇପାରେ।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930