Indus Valley Times

ଆଗାମୀ ୫ ଦିନ ଲାଗି ରହିବ ବର୍ଷା; କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ମାରିବ

 Breaking News

ଆଗାମୀ ୫ ଦିନ ଲାଗି ରହିବ ବର୍ଷା; କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ମାରିବ

ଆଗାମୀ ୫ ଦିନ ଲାଗି ରହିବ ବର୍ଷା; କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ମାରିବ
August 15
19:32 2024

ଭୁବନେଶ୍ୱର,୧୫/୮: ପୁଣି ବର୍ଷା ବଢ଼ିବ । ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ପ୍ରବଳ ବର୍ଷା ନେଇ ଶୁକ୍ରବାର ପାଇଁ ୧୨ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି । ସେସବୁ ଜିଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଦେବଗଡ଼ ଝାରସୁଗୁଡ଼ା ସମ୍ବଲପୁର, ବରଗଡ଼ ଜିଲାକୁ ସତର୍କ କରାଯାଇଛି।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30