Indus Valley Times

ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଏକ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓପିଡି

 Breaking News

ଆଜିଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଏକ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓପିଡି

December 26
17:47 2025

ଓଡ଼ିଶା,୨୬/୧୨: ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା ସହ ଅନ୍ୟ କିଛି ଦାବି ପାଇଁ ସରକାରଙ୍କ ଅଣଦେଖା ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏଶନ (ଓମ୍‌ସା)। ଆଜିଠାରୁ ୧ ଘଣ୍ଟା ଆଉଟ୍‌ଡୋର (ବହିର୍ବିଭାଗ) ରୋଗୀସେବା ବନ୍ଦ କରଯାଇଛି।
ଏହାକୁ ସମର୍ଥନ ଜଣାଇ ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ବହିର୍ବିଭାଗ ରୋଗୀସେବା ବନ୍ଦ ରହିଥିଲା। ଆନ୍ଦୋଳନ ପ୍ରତ୍ୟାହାର ପର୍ଯ୍ୟନ୍ତ ଏହିପରି ପ୍ରତ୍ୟେକ ଦିନ ୧ ଘଣ୍ଟା ସେବା ବନ୍ଦ ରହିବ ବୋଲି ରାଇକିଆ ମେଡିକାଲ ଇନ୍‌ଚାର୍ଜ ପ୍ରକାଶ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31