Indus Valley Times

ଆଜି ହେଉଛି ପବିତ୍ର ଅଁଳା ନବମୀ : ଶ୍ରୀରାଧାପାଦ ଦର୍ଶନ ପାଇଁ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ମନ୍ଦିରରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼

 Breaking News

November 02
10:27 2022

ପୁରୀ,୨।୧୧: ଆଜି ହେଉଛି ପବିତ୍ର ଅଁଳା ନବମୀ। କାର୍ତ୍ତିକ ଶୁକ୍ଲପକ୍ଷ ନବମୀ ତିଥିରେ ଓଡ଼ିଆଣି ବେଶରେ ଦର୍ଶନ ଦିଅନ୍ତି ଶ୍ରୀରାଧା । ଶ୍ରୀରାଧାପାଦ ଦର୍ଶନ ପାଇଁ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ମନ୍ଦିରରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼।
ତେବେ ଭକ୍ତ ଏବଂ ଶ୍ରଦ୍ଧାଳୁ ଶ୍ରୀରାଧାଙ୍କ ଦର୍ଶନ କରିପାରିବେ କିନ୍ତୁ ପାଦ ଛୁଇଁ ପାରିବେନି ବୋଲି ନିଷ୍ପତ୍ତି ହୋଇଛି। ଭକ୍ତଙ୍କ ସମାଗମକୁ ନଜରରେ ରଖି ସାକ୍ଷୀଗୋପାଳରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରିଛି ପ୍ରଶାସନ । ନିୟୋଜିତ ହୋଇଛନ୍ତି ୩ ଜଣ ଅତିରିକ୍ତ SP, ୮ ଜଣ DSP, ୧୮ଜଣ ଇନସ୍ପେକ୍ଚର, ୭୪ଜଣ ASI, ଶହେ ଜଣ ହାବିଲଦାର ଓ କନେଷ୍ଟବଳ । ୨୦ ପ୍ଲାଟୁନ ଫୋର୍ସ ମଧ୍ୟ ମୁତୟନ କରାଯାଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031