Indus Valley Times

ଆସନ୍ତା ୧୫ରେ ଓଡିଶା ଆସୁଛନ୍ତି କେନ୍ଦ୍ରୀୟ ନିର୍ବାଚନ କମିଶନ, ନିର୍ବାଚନ ପ୍ରସ୍ତୁତିର କରିବେ ସମୀକ୍ଷା

 Breaking News

ଆସନ୍ତା ୧୫ରେ ଓଡିଶା ଆସୁଛନ୍ତି କେନ୍ଦ୍ରୀୟ ନିର୍ବାଚନ କମିଶନ, ନିର୍ବାଚନ ପ୍ରସ୍ତୁତିର କରିବେ ସମୀକ୍ଷା

ଆସନ୍ତା ୧୫ରେ ଓଡିଶା ଆସୁଛନ୍ତି କେନ୍ଦ୍ରୀୟ ନିର୍ବାଚନ କମିଶନ, ନିର୍ବାଚନ ପ୍ରସ୍ତୁତିର କରିବେ ସମୀକ୍ଷା
February 08
17:59 2024

ଭୁବନେଶ୍ବର, ୮/୨: ଓଡ଼ିଶା ଆସୁଛନ୍ତି ଭାରତର ମୁଖ୍ୟ ନିର୍ବାଚନ କମିସନର ରବି କୁମାର। ନିର୍ବାଚନ ପାଇଁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସେ। ଏହି ଗସ୍ତ ଅବସରରେ ମୁଖ୍ୟ ନିର୍ବାଚନ କମିସନର ପ୍ରସ୍ତୁତି ନେଇ ସମୀକ୍ଷା କରିବେ। ଆସନ୍ତା ୧୫ ତାରିଖରୁ ଆରମ୍ଭ କରି ୧୭ ତାରିଖ ଯାଏଁ ଓଡ଼ିଶା ଗସ୍ତରେ ରହିବେ ସେ। ତେବେ ଖୁବ୍ ଶୀଘ୍ର ଦେଶରେ ଲୋକସଭା ନିର୍ବାଚନ ହେବାକୁ ଯାଉଛି।
କିଛି ରାଜ୍ୟରେ ଲୋକସଭା ସହିତ ରାଜ୍ୟ ବିଧାନସଭା ନିର୍ବାଚନ ମଧ୍ୟ ହେବ। ତେଣୁ ଏହା ପୂର୍ବରୁ ମୁଖ୍ୟ ନିର୍ବାଚନ କମିସନର ନିର୍ବାଚନ ହେବାକୁ ଥିବା ରାଜ୍ୟକୁ ଯାଇ ପ୍ରସ୍ତୁତି ସମୀକ୍ଷା କରୁଛନ୍ତି। ଏହା ପୂର୍ବରୁ ଆନ୍ଧ୍ର ପ୍ରଦେଶ ଗସ୍ତରେ ଯାଇ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଥିଲେ ମୁଖ୍ୟ ନିର୍ବାଚନ କମିସନର। ଏହାପରେ ଏବେ ସେ ଓଡ଼ିଶା ଗସ୍ତରେ ଆସୁଥିବା ଜଣାଯାଇଛି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031