Indus Valley Times

ଆସନ୍ତା ୧୭ରୁ ବନ୍ଦ ହେବ ଭୁବନେଶ୍ୱର ଏମ୍ସ ଓପିଡି

 Breaking News

ଆସନ୍ତା ୧୭ରୁ ବନ୍ଦ ହେବ ଭୁବନେଶ୍ୱର ଏମ୍ସ ଓପିଡି

ଆସନ୍ତା ୧୭ରୁ ବନ୍ଦ ହେବ ଭୁବନେଶ୍ୱର ଏମ୍ସ ଓପିଡି
January 15
16:44 2022

ଭୁବନେଶ୍ୱର,୧୫/୧: ଆସନ୍ତା ୧୭ରୁ ବନ୍ଦ ହେବ ଭୁବନେଶ୍ୱର ଏମ୍ସ ଓପିଡି । ଓପିଡି ବନ୍ଦ ନେଇ ଭୁବନେଶ୍ୱର ଏମ୍ସ୍ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏମ୍ସର କିଛି ଅଧିକାରୀ ଓ କର୍ମଚାରୀ ପଜିଟିଭ ଚିହ୍ନଟ ପରେ ଏପରି ପଦକ୍ଷେପ ନିଆଯାଇଛି। ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରିକାଳୀନ ସେବା ଚାଲୁ ରହିବ ।
ସୂଚନାଯୋଗ୍ୟ, ରାଜ୍ୟରେ ଦୈନିକ ସଂକ୍ରମଣ ଏବେ ୧୦ ହଜାରରେ ଟ୍ରେଣ୍ଡ କରୁଛି। ଆକ୍ରାନ୍ତଙ୍କ ସଂଖ୍ୟା ଖୁବ୍ ଦ୍ରୁତ ଗତିରେ ବଢ଼ି ଚାଲିଥିବା ବେଳେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ବିଭିନ୍ନ ହସ୍ପିଟାଲର ଓପିଡିକୁ ବ୍ୟବହାର କରାଯାଉଛି। ହେଲେ ରୋଗୀ ସେବା ପୂର୍ବ ପରି ଚାଲୁ ରହିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031