Legatus

ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

 Breaking News

ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
January 01
14:56 2024

ଭୁବନେଶ୍ୱର,୧/୧: ଇଂରାଜୀ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ଯୋଗେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ।
ଏଣେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଇଂରାଜୀ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ଯୋଗେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଆପଣ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ। ଏହି ବର୍ଷ ଆପଣ ସମସ୍ତଙ୍କର ଜୀବନରେ ନୂତନ ଉତ୍ସାହ, ନୂତନ ତରଙ୍ଗ ଭରିଦେଉ ଏବଂ ନୂତନ ଶକ୍ତି ଯୋଗାଉ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31