Legatus

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

 Breaking News

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
March 30
12:43 2025

ଭୁବନେଶ୍ୱର,୩୦/୩ : ଭୁବନେଶ୍ୱର ବାଣୀବିହାର ଉତ୍କଳ ବିଶ୍ୱବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମଧୁସୂଦନ ଛାତ୍ରାବାସରେ ଜଣେ ଛାତ୍ରଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି । ମୃତ ଛାତ୍ର ଜଣଙ୍କ ଫିଲୋସଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର ତାପସ ରଞ୍ଜନ ନାୟକ ବୋଲି ଜଣାପଡିଛି ।
ସୂଚନା ଅନୁୁସାରେ ତାପସଙ୍କର ଛାତରୁ ଖସି ମୃତ୍ୟୁ ହୋଇଥିବା କୁହାଯାଉଥିବା ବେଳେ ବର୍ତ୍ତମାନ ଯାଏ କୈାଣସି ସଠିକ କାରଣ ଜଣାପଡିନାହିଁ । ତେବେ ଏନେଇ ଖବର ପାଇ ସହିଦ ନଗର ଥାନା ପୋଲିସ ଘଟଣା ସ୍ଥଳରେ ପହଂଚି ମୃତଦେହକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲ ପଠାଇଛି । ଏହାସହ ତାପସ ରହୁଥିବା ରୁମରେ ତଦନ୍ତ କରିବା ସହ ତାଙ୍କ ସହପାଠୀଙ୍କ ସହ ପଚରାଉଚରା ଜାରି ରଖିଛି ।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930