Indus Valley Times

ଉପମୁଖ୍ୟମନ୍ତ୍ରୀଙ୍କ ଚେତାବନୀ, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ ନକଲେ ଆକ୍ସନ

 Breaking News

ଉପମୁଖ୍ୟମନ୍ତ୍ରୀଙ୍କ ଚେତାବନୀ, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ ନକଲେ ଆକ୍ସନ

ଉପମୁଖ୍ୟମନ୍ତ୍ରୀଙ୍କ ଚେତାବନୀ, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ ନକଲେ ଆକ୍ସନ
July 31
17:50 2025

ଭୁବନେଶ୍ଵର, ୩୧/୭ : ମହାବିଦ୍ୟାଳୟମାନଙ୍କରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନକୁ ନେଇ ଶକ୍ତ ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାସ ମଧ୍ୟରେ ଆଇସିସି କମିଟି ଗଠନ ନ କରାଗଲେ ସମ୍ପୃକ୍ତ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।
ସେ କହିଛନ୍ତି, ଆଇସିସି କମିଟି ଗଠନ ନ କଲେ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ । ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରିବା ପାଇଁ ସରକାର ଟାର୍ଗେଟ ରଖିଛନ୍ତି ।
ଯେଉଁମାନେ ଭୁଲ ଅଭିଯୋଗ କରୁଛନ୍ତି, ପିଓଏସଏଚ ଆକ୍ଟ (ଚଙଝଐ ଇଉଞ) ଅନୁସାରେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ତେଣୁ ପିଓଏସଏଚ ଆକ୍ଟ ବାବଦରେ ଲୋକସେବା ଭବନରୁ ଆରମ୍ଭ ହୋଇଥିବା ସଚେତନ କାର‌୍ୟ୍ୟକ୍ରମ ଆଗକୁ ବ୍ଲକ୍ ସ୍ତରରେ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31