Indus Valley Times

ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ଉପରେ ଜଣେ ସୁପର ସିଏମ୍ ହୋଇଗଲେଣି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

 Breaking News

ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ଉପରେ ଜଣେ ସୁପର ସିଏମ୍ ହୋଇଗଲେଣି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ଉପରେ ଜଣେ ସୁପର ସିଏମ୍ ହୋଇଗଲେଣି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
May 11
17:28 2024

ବରଗଡ଼, ୧୧/୫: କନ୍ଧମାଳ, ବଲାଙ୍ଗୀର ପରେ ବରଗଡ଼ରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବରଗଡ଼ରେ ଜନସଭା ଆରମ୍ଭରୁ ବିଜେଡି ସରକାରଙ୍କୁ ସିଧା ହମଲା କରିଛନ୍ତି ମୋଦି।
ସେ କହିଛନ୍ତି, ୨୫ ବର୍ଷ ଭିତରେ ବିଜେଡି ସରକାର ଗରିବୀରୁ ବାହାରକୁ ଆଣିପାରିନି। ସାରା ଓଡ଼ିଶାରେ ବିଜେଡି ପ୍ରତି ଲୋକଙ୍କ ପ୍ରବଳ ରାଗ ରହିଛି। ଓଡ଼ିଆରେ ମୋଦି କହିଛନ୍ତି ଆଉ କେତେ ଦିନ ସହିବ ଓଡ଼ିଶା।
ନାଁ ନ ନେଇ ମୋଦି କହିଛନ୍ତି, ଓଡ଼ିଶାରେ ସରକାର ପୂରା ଆଉଟ ସୋର୍ସ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଉପରେ ଜଣେ ସୁପର ସିଏମ ହୋଇଗଲେଣି। ଯିଏ ଓଡ଼ିଶାକୁ ଜାଣିନି, ତା ହାତକୁ ଓଡ଼ିଶା ଯିବା ଉଚିତ କି ପ୍ରଧାନମନ୍ତ୍ରୀ ପଚାରିଛନ୍ତି।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930