Indus Valley Times

ଓଡ଼ିଶାରେ ସରକାର ବଦଳିବାର ସମୟ ଆସିଛି: ଅରୁଣ ଗୋଭିଲ୍

 Breaking News

ଓଡ଼ିଶାରେ ସରକାର ବଦଳିବାର ସମୟ ଆସିଛି: ଅରୁଣ ଗୋଭିଲ୍

ଓଡ଼ିଶାରେ ସରକାର ବଦଳିବାର ସମୟ ଆସିଛି: ଅରୁଣ ଗୋଭିଲ୍
May 22
18:14 2024

ଚମ୍ପୁଆ,୨୨/୫: ରାମାୟଣ ଧାରାବାହିକରେ ରାମ ଚରିତ୍ରରେ ଅଭିନୟ କରି ସାରା ଦେଶରେ ପରିଚିତି ପାଇଥିବା ଅରୁଣ ଗୋଭିଲ ବୁଧବାର ଓଡ଼ିଶା ଆସିଛନ୍ତି। ଅରୁଣ ଓଡ଼ିଶା ଆସି ଆଜି ଭାଜପା ପାଇଁ ମାରାଥନ ପ୍ରଚାର କରିଛନ୍ତି। କେନ୍ଦୁଝର ଜିଲାର ଚମ୍ପୁଆ ଓ ତେଲକୋଇରେ ପ୍ରଚାର କରି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିଛନ୍ତି। ସେ କହିଛନ୍ତି, ଓଡ଼ିଶା ଲୋକଙ୍କ ଉତ୍ସାହ ଦେଖି ଏଠାରେ ସରକାର ବଦଳିବାର ସମୟ ଆସିଛି।
ଚମ୍ପୁଆ ପରେ ତେଲକୋଇ ସହ ଢେଙ୍କାନାଳ ଓ ଭୁବନେଶ୍ୱର ଲୋକ ସଭା କ୍ଷେତ୍ରରେ ଅରୁଣ ପ୍ରଚାର କରିବେ। ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ବାଲିପାଟଣାର ଗୋରୁହାଟ ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ସେ ଯୋଗ ଦେବେ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930