Indus Valley Times

ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଶାଖାରୁ ସଶସ୍ତ୍ର ଡକାୟତି, ବନ୍ଧୁକ ମୁନରେ ଲୁଟିନେଲେ ୧୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଗହଣା

 Breaking News

June 12
19:24 2025

ଯୋଡ଼ା,୧୨/୬: କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଲୁଟିନେଇଛନ୍ତି। ଘଟଣାସ୍ଥଳରେ ଯୋଡ଼ା ପୋଲିସ ପହଞ୍ଚି ଛାନ୍‌ଭିନ୍ ଚଳାଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930