Indus Valley Times

ଓଡ଼ିଶା- ଛତିଶଗଡ଼ ସୀମାରୁ ମାଓବାଦୀଙ୍କ ବନ୍ଧୁକ ତିଆରି କାରଖାନା ଠାବ

 Breaking News

ଓଡ଼ିଶା- ଛତିଶଗଡ଼ ସୀମାରୁ ମାଓବାଦୀଙ୍କ ବନ୍ଧୁକ ତିଆରି କାରଖାନା ଠାବ

ଓଡ଼ିଶା- ଛତିଶଗଡ଼ ସୀମାରୁ ମାଓବାଦୀଙ୍କ ବନ୍ଧୁକ ତିଆରି କାରଖାନା ଠାବ
January 23
11:21 2025

ଛତିଶଗଡ଼,୨୩/୧ : ଛତିଶଗଡ଼ରେ ଜୋରଦାର ଚାଲଛି ମାଓ ଅପରେସନ୍। ମାଓଗଡ଼ ଭାଙ୍ଗିବାକୁ ସର୍ଚ୍ଚ ଅପରେସନ୍ କରୁଛନ୍ତି ଯବାନ । ଏହାରି ଭିତରେ ଓଡିଶା ଛତିଶଗଡ଼ ସୀମାରୁ ଆଉ ଏକ ବନ୍ଧୁକ ତିଆରି କାରଖାନା ଠାବ ହୋଇଛି । ସୁକୁମା ମାଲକାନଗିରି ସୀମାରୁ ବନ୍ଧୁକ ତିଆର କାରଖାନା ଠାବ କରିଛନ୍ତି ଯବାନ। ବନ୍ଧୁକ ତିଆରି ସାମଗ୍ରୀ ସହ ୨୧ଟି ଆଇଡି, ବିଜିଏଲ ବୋମା ଜବତ ।
ଜେନେରେଟର, ୱେଲଡିଙ୍ଗ ମେଶିନ, ଲେଥ୍ ମେଶିନ ସାମଗ୍ରୀ ଜବତ ହୋଇଛି। ବନ୍ଧୁକ ତିଆରି ସରଂଜାମ ସହ ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ କରାଯାଇଛି। ସୁକୁମା ଜିଲ୍ଲା ମେଟାଗୁଡା ଓ ଦୁଲେଡ ଜଂଗଲରେ କୁମ୍ବିଂ ଅପରେସନ୍ ବେଳେ କୋବ୍ରା ଓ ସିଆରପିଏଫ୍ ଯବାନ ଏହି ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031