Indus Valley Times

ଓଡ଼ିଶା ମାନବାଧିକାର କମିଶନ ସଦସ୍ୟ ପଦରୁ ଇସ୍ତଫା ଦେଲେ ଜଷ୍ଟିସ ରଘୁବୀର ଦାସ

 Breaking News

ଓଡ଼ିଶା ମାନବାଧିକାର କମିଶନ ସଦସ୍ୟ ପଦରୁ ଇସ୍ତଫା ଦେଲେ ଜଷ୍ଟିସ ରଘୁବୀର ଦାସ

ଓଡ଼ିଶା ମାନବାଧିକାର କମିଶନ ସଦସ୍ୟ ପଦରୁ ଇସ୍ତଫା ଦେଲେ ଜଷ୍ଟିସ ରଘୁବୀର ଦାସ
February 12
17:03 2023

ଭୁବନେଶ୍ୱର,୧୨/୧: ଜଷ୍ଟିସ ରଘୁବୀର ଦାସ ଓଡ଼ିଶା ମାନବାଧିକାର କମିଶନ ସଦସ୍ୟ ପଦରୁ ରବିବାର ଦିନ ଇସ୍ତଫା ଦେଇଛନ୍ତି । ଏ ନେଇ ସେ ରାଜ୍ୟପାଳଙ୍କୁ ଚିଠି ଲେଖି ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି । ଓଡ଼ିଶା ମାନବାଧିକାର କମିଶନର ଅଧ୍ୟକ୍ଷଙ୍କ ନିଯୁକ୍ତି ପ୍ରସଙ୍ଗକୁ ନେଇ ସେ ତାଙ୍କ ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି ।
ନିକଟରେ ଓଡ଼ିଶା ମାନବାଧିକାର କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଥିବା ବ୍ୟକ୍ତି ହାଇକୋର୍ଟରେ ରଘୁବୀର ଦାସଙ୍କ କନିଷ୍ଠ ପାହ୍ୟାରେ ଥିବାରୁ ସେ ଏହି ପଦବୀରୁ ଇସ୍ତଫା ଦେଇଛନ୍ତି । ନିକଟରେ ଓଡ଼ିଶା ମାନବାଧିକାର କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି ଜଷ୍ଟିସ ଶତ୍ରୁଘନ ପୂଜାହାରୀ। ତେଣୁ ଆତ୍ମ ସମ୍ମାନ ଦୃଷ୍ଟିରୁ ପଦ ଛାଡ଼ିଥିବା ସେ କହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031