Legatus

କଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ

 Breaking News

କଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ

March 30
12:22 2024

ଭୁବନେଶ୍ୱର,୩୦/୩: କଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ। ଆଜି ସେ ତାଙ୍କ ଇସ୍ତଫାପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିକଟକୁ ପଠାଇ ଦେଇଛନ୍ତି।
ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିବା ସେଥିରେ ଉଲ୍ଲେଖ କରିଛନ୍ତି।
୨୦୧୪ରେ ଜଗତସିଂହପୁରରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଚିରଞ୍ଜୀବ। ୨୦୧୯ରେ ସେ ଏହି ଆସନରୁ କଂଗ୍ରେସ ଟିକେଟରେ ଲଢ଼ିଥିଲେ।
କିନ୍ତୁ ହାରି ଯାଇଥିଲେ। ୨୦୦୯ରେ ମଧ୍ୟ ସେ ଏହି ଆସନରୁ କଂଗ୍ରେସ ଟିକେଟରେ ଲଢ଼ି ପରାସ୍ତ ହୋଇଥିଲେ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31