Indus Valley Times

କଟକରୁ ପୁଣି ୫୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୨

 Breaking News

କଟକରୁ ପୁଣି ୫୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୨

କଟକରୁ ପୁଣି ୫୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୨
July 22
18:52 2020

କଟକ,୨୭/୭: କଟକ ସହରରେ ବୁଧବାର ଦିିନ ୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧ ଜଣ ହୋମ୍ କ୍ବାରେଣ୍ଟାଇନରୁ, ୧୧ ଜଣ ସରକାରୀ କ୍ବାରେଣ୍ଟାଇନରୁ ଏବଂ ୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଦୁଇ ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରେ ଥୋରିଆ ସାହିର ଜଣେ କୋଭିଡ୍ ଯୋଦ୍ଧା ଓ ସୁତାହାଟର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଅଛନ୍ତି । ଏହା ସହିତ ସିଏମସି ଅଞ୍ଚଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୫୨ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୨୧୯ ଆକ୍ଟିଭ୍ କେସ୍ ରହିଛି । କରୋନା ଯୋଗୁଁ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ କଟକ ସହରରେ ମୋଟ ୪୫୨ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି । ୨୨୫ଜଣ ସୁସ୍ଥ ହୋଇଥିବା ବେଳେ ୮ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୧୯ଜଣ ଏବେ ମଧ୍ୟ କରୋନା ସହ ଲଢେଇ ଜାରି ରଖିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031