Indus Valley Times

କଣ୍ଟାମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀ ବିଏଲଓ ଓ ଏ ଇ ଆର ଓ ମାନଙ୍କ ସମୀକ୍ଷା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

କଣ୍ଟାମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀ ବିଏଲଓ ଓ ଏ ଇ ଆର ଓ ମାନଙ୍କ ସମୀକ୍ଷା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

କଣ୍ଟାମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀ ବିଏଲଓ ଓ ଏ ଇ ଆର ଓ ମାନଙ୍କ ସମୀକ୍ଷା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ
May 16
22:23 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୬/୫: (ଶୁକ୍ରବାର) ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରାପ୍ତ ସୂଚନା ଅନୁଯାୟୀ ଜ଼ିଲ୍ଲାପାଳ ଙ୍କ ସଦଭାବନା ସଭାଗୃହ ଠାରେ କଣ୍ଟାମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀର ସମସ୍ତ ବିଏଲଓ ଏବଂ ଏ ଇ ଆର ଓ ମାନଙ୍କୁ ନେଇ ସମୀକ୍ଷା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।
ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ରିଟର୍ନିଂଗ ଅଫିସର ତଥା ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ବୌଦ୍ଧ ନିର୍ବାଚନ ମଣ୍ଡଳୀ ରିଟର୍ନିଂଗ ଅଫିସର ତଥା ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟ ଡେପୁଟି କଲେକ୍ଟର ତୃପ୍ତିମୟୀ ଜେନା ଯୋଗ ଦେଇଥିଲେ । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରେ କଣ୍ଟାମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀର ସମସ୍ତ ବିଏଲଓ ଏବଂ ଏ ଇ ଆର ଓ ମାନେ ଅଂଶ ଗ୍ରହଣ କରିଥିଲେ ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31