Indus Valley Times

କଣ୍ଟେନରକୁ ପଛପଟୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ, ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ

 Breaking News

କଣ୍ଟେନରକୁ ପଛପଟୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ, ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ

November 18
10:50 2024

ବାଲେଶ୍ୱର,୧୮/୧୧ : ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲା ଯାତ୍ରୀବାହୀ ବସ୍। ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ୫୦ରୁ ଅଧିକ ଯାତ୍ରୀ। ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ମୃତାହତ କେହି ହୋଇନାହାନ୍ତି।
ଆଜି ସକାଳେ ବସଟି ଯାତ୍ରୀମାନଙ୍କୁ ନେଇ କୋଲକାତାରୁ ସୋର ଅଭିମୁଖେ ଆସୁଥିଲା। ଏହି ସମୟରେ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ ବସଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇ ନଥିଲା। ସମସ୍ତ ଯାତ୍ରୀ ସୁରକ୍ଷିତ ଥିଲେ।
ବସ୍‌ରେ ୫୩ ଜଣ ଯାତ୍ରୀ ଥିଲେ। ଦୁର୍ଘଟଣାରେ ବସ୍‌ର ସମ୍ମୁଖ ଅଂଶଟି ଭାଙ୍ଗି ଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930