Indus Valley Times

କରୋନା ମୁକାବିଲା ପାଇଁ ବିଜେଡି ପକ୍ଷରୁ କୋଭିଡ ସଚେତନତା କାର୍ଯ୍ୟକ୍ରମ

 Breaking News

କରୋନା ମୁକାବିଲା ପାଇଁ ବିଜେଡି ପକ୍ଷରୁ କୋଭିଡ ସଚେତନତା କାର୍ଯ୍ୟକ୍ରମ

October 03
19:20 2020

କମ୍ଭୁ ଧର କ୍ଷେତୀ ଙ୍କ ରିପୋର୍ଟ
ବୈାଦ୍ଧ,୨/୧୦:ରାଜ୍ୟରେ କରୋନା ମୁକାବିଲା କରିବା ପାଇଁ ବିଜୁ ଜନତା ଦଳ ପକ୍ଷରୁ ଆରମ୍ଭ ହେବାକୁ ଥିବା ସଚେତନତା କାର୍ଯ୍ୟକ୍ରମର ଶୁକ୍ରବାର ଦିନ ଶୁଭାରମ୍ଭ ହୋଇଯାଇଛି । ଏହି ସଚେତନତା କାର୍ଯ୍ୟକ୍ରମ ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହୋଇ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଜିଲ୍ଲାବ୍ୟାପୀ ସଚେତନତା ଚାଲୁ ରହିବ । ସ୍ଥାନିୟ ଗାନ୍ଧୀଛକ ଠାରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା । କାର୍ଯ୍ୟକ୍ରମରେ ବିଜୁ ଜନତା ଦଳର ରାଜ୍ୟ ସଂପାଦକ ଅଶୋକ ସାହୁ, ପୂର୍ବତନ ଉପନଗରପାଳ ବସନ୍ତ ସ୍ୱାଇଁ, ବରିଷ୍ଠ ଆଇନଜିବୀ ତାରେଣୀ ମହାପାତ୍ର, ସଂଗ୍ରାମ ଦାସ, ସଂଗ୍ରାମ ମଲ୍ଲିକ, ସୁବାସ ସାହୁ, ରବିନ୍ଦ୍ର ରାଉତ, ତୋଫାନ ପରିଡା ପ୍ରମୁଖ ଉପସ୍ଥିତଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031