Indus Valley Times

କାଲି ଅପରାହ୍ନ ୫ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

 Breaking News

କାଲି ଅପରାହ୍ନ ୫ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

କାଲି ଅପରାହ୍ନ ୫ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
July 13
17:17 2024

ପୁରୀ, ୧୩/୭: ଆସନ୍ତା ସୋମବାର ଦିନ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଅନୁଷ୍ଠିତ ହେବ। ଏଥିଲାଗି ବାହୁଡ଼ାଯାତ୍ରାର ପୂର୍ବ ପ୍ରସ୍ତୁତି ନିମନ୍ତେ ୧୪ ତାରିଖ (ରବିବାର) ସନ୍ଧ୍ୟା ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଏଣୁ ଧାର‌୍ୟ୍ୟ ସମୟ ଅବଧି ମଧ୍ୟରେ ଆଡ଼ପ ମଣ୍ଡପ ନବମୀ ଦର୍ଶନ କରି ମହାପ୍ରଭୁଙ୍କ କୃପା ଲାଭ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031