Indus Valley Times

ଖାଉଟିଙ୍କ ଉପରେ ମହଙ୍ଗା ଛାଟ, ବଢ଼ିଲା ଘରୋଇ ଗ୍ୟାସ୍ ସିଲିଣ୍ଡର ଦର

 Breaking News

ଖାଉଟିଙ୍କ ଉପରେ ମହଙ୍ଗା ଛାଟ, ବଢ଼ିଲା ଘରୋଇ ଗ୍ୟାସ୍ ସିଲିଣ୍ଡର ଦର

ଖାଉଟିଙ୍କ ଉପରେ ମହଙ୍ଗା ଛାଟ, ବଢ଼ିଲା ଘରୋଇ ଗ୍ୟାସ୍ ସିଲିଣ୍ଡର ଦର
July 06
10:09 2022

ନୂଆଦିଲ୍ଲୀ ୬/୭: ଗ୍ରାହଙ୍କୁ ମହଙ୍ଗା ମାଡ । ଦରଦାମ ବୃଦ୍ଧିରେ ପୁଣି ପେଶିହେବେ ସାଧାରଣ ଜନତା । ୧୪.୨ କିଲୋଗ୍ରାମ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଛି । ଗ୍ୟାସ୍ ସିଲିଣ୍ଡର ପିଛା ୫୦ଟଙ୍କା ବୃଦ୍ଧି ପାଇଛି ।
ବର୍ତ୍ତମାନ ଘରୋଇ ଏଲପିଜି ସିଲିଣ୍ଡର ଦିଲ୍ଲୀରେ ୧୦୫୩ ଟଙ୍କାରେ ଉପଲବ୍ଧ ହେବ। ୧୪.୨ କିଲୋଗ୍ରାମ ସିଲିଣ୍ଡର ସହିତ ୫ କିଲୋଗ୍ରାମ ଛୋଟ ଘରୋଇ ସିଲିଣ୍ଡରର ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି ।
ଏହାର ମୂଲ୍ୟ ସିଲିଣ୍ଡର ପିଛା ୧୮ ଟଙ୍କା ବୃଦ୍ଧି କରାଯାଇଛି । ଅନ୍ୟପକ୍ଷରେ ୧୯ କିଲୋଗ୍ରାମ ବ୍ୟବସାୟିକ ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଛି ।
ଏହାର ମୂଲ୍ୟ ସିଲିଣ୍ଡର ପିଛା ୮.୫୦ ଟଙ୍କା ହ୍ରାସ କରାଯାଇଛି । କିଛି ଦିନ ପୂର୍ବରୁ ବ୍ୟବସାୟିକ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଥିଲା ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031