Indus Valley Times

ଗଞ୍ଜାମ ଓ ଯାଜପୁର ଜିଲ୍ଲାବାସୀଙ୍କୁ ଅନୁଗୁଳ ଆସିବା ମନା

 Breaking News

ଗଞ୍ଜାମ ଓ ଯାଜପୁର ଜିଲ୍ଲାବାସୀଙ୍କୁ ଅନୁଗୁଳ ଆସିବା ମନା

July 11
13:30 2020

ଅନୁଗୁଳ,୧୧/୭: ଗଞ୍ଜାମ ଓ ଯାଜପୁର ଜିଲ୍ଲାବାସୀଙ୍କୁ ଅନୁଗୁଳ ଆସିବା ମନା । ଯଦି ଏହି ୨ ଜିଲ୍ଲାରୁ କୌଣସି ବ୍ୟକ୍ତି ଜରୁରୀ କାମରେ ଅନୁଗୁଳ ଆସନ୍ତି, ତା’ହେଲେ ୧୪ ଦିନ ସରକାରୀ କ୍ୱାରେଣ୍ଟିନ୍ରେ ରହିବା ବାଧ୍ୟତାମୂଳକ ବୋଲି କୁହାଯାଇଛି।
। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031