Indus Valley Times

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ, ସ୍କୁଲରେ ଆସନ୍ତା ଶିକ୍ଷା ବର୍ଷରୁ ପିଲାଙ୍କୁ ଦିଆଯିବ ଶାରୀରିକ ଶିକ୍ଷା

 Breaking News

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ, ସ୍କୁଲରେ ଆସନ୍ତା ଶିକ୍ଷା ବର୍ଷରୁ ପିଲାଙ୍କୁ ଦିଆଯିବ ଶାରୀରିକ ଶିକ୍ଷା

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ, ସ୍କୁଲରେ ଆସନ୍ତା ଶିକ୍ଷା ବର୍ଷରୁ ପିଲାଙ୍କୁ ଦିଆଯିବ ଶାରୀରିକ ଶିକ୍ଷା
March 13
17:16 2026

ଭୁବନେଶ୍ୱର, ୧୩/୩ : ଏଣିକି ସମସ୍ତ ଛାତ୍ରଛାତ୍ରୀ ସୁସ୍ଥ ରହିବେ । ଆସନ୍ତା ଶିକ୍ଷା ବର୍ଷରୁ ପିଲାଙ୍କୁ ଶାରୀରିକ ଶିକ୍ଷା ଦିଆଯିବ । ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶାରୀରିକ ଶିକ୍ଷା ମିଳିବ । ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।
ମନ୍ତ୍ରୀଙ୍କ ସୂଚନା ମୁତାବକ, ଜାତୀୟ ଶିକ୍ଷା ନୀତି ୨୦୨୦ ଅଧୀନରେ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଶାରୀରିକ ତାଲିମ ଦିଆଯିବ ।
ଏବେ ଡିଜିଟାଲ୍ କ୍ଲାସରୁମ୍‌ରେ ଇ-କଣ୍ଟେଣ୍ଟ ଦ୍ୱାରା ଶିକ୍ଷା ଦିଆଯାଉଛି ବୋଲି ମନ୍ତ୍ରୀ କହିଛନ୍ତି । ସେହିଭଳି ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ଯାଏଁ ସୁସ୍ଥ ରହିବା ଓ ଶାରୀରିକ ଶିକ୍ଷା ଦିଆଯିବ ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930