Indus Valley Times

ଗଣିତ ଆସିଲାନି ବୋଲି ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଲହୁ ଲୁହାଣ କଲେ ଶିକ୍ଷୟିତ୍ରୀ

 Breaking News

ଗଣିତ ଆସିଲାନି ବୋଲି ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଲହୁ ଲୁହାଣ କଲେ ଶିକ୍ଷୟିତ୍ରୀ

ଗଣିତ ଆସିଲାନି ବୋଲି ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଲହୁ ଲୁହାଣ କଲେ ଶିକ୍ଷୟିତ୍ରୀ
September 03
17:37 2025

ଭୁବନେଶ୍ୱର,୩/୯: ଭୁବନେଶ୍ୱର ଖଣ୍ଡଗିରି ଥାନା ଅଧୀନ ଏକ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗଣିତ ଆସିଲାନି ବୋଲି ଜଣେ ଶିକ୍ଷୟିତ୍ରୀ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଲହୁଲୁହାଣ କରିଥିବା ଅଭିଯୋଗ ହୋଇଛି।
ଶିକ୍ଷୟିତ୍ରୀଙ୍କ ମାଡ଼ରେ ଛାତ୍ରୀଙ୍କ ଆଖିରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି। ଏନେଇ ପରିବାର ଲୋକେ ଖଣ୍ଡଗିରି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930