Indus Valley Times

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ମୃତ୍ୟୁ ସଂଖ୍ୟା ୮୩୭ଜଣ

 Breaking News

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ମୃତ୍ୟୁ ସଂଖ୍ୟା ୮୩୭ଜଣ

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ମୃତ୍ୟୁ ସଂଖ୍ୟା ୮୩୭ଜଣ
August 03
20:48 2021

ଭୁବନେଶ୍ୱର, ୩/୮: ରାଜଧାନୀ ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୪୬ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୭ଜଣ ରହିଛନ୍ତି।
ଏଯାବତ ରାଜଧାନୀରୁ ୧୦୦୬୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୭୧୫୪ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏବେ ବି ୨୫୯୫ଟି କରୋନା ସକ୍ରିୟ ମାମଲା ରହିଥିବା ବେଳେ ୮୩୭ଜଣଙ୍କ ଏଥିରେ ମୃତ୍ୟୁ ହୋଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031