Indus Valley Times

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୨୬୬ ଜଣ କରୋନା ପଜିଟିଭ , ମୋଟ୍ ମୃତ୍ୟୁ ସଂଖ୍ୟା ୮୪୮ ଜଣ

 Breaking News

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୨୬୬ ଜଣ କରୋନା ପଜିଟିଭ , ମୋଟ୍ ମୃତ୍ୟୁ ସଂଖ୍ୟା ୮୪୮ ଜଣ

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୨୬୬ ଜଣ କରୋନା ପଜିଟିଭ , ମୋଟ୍ ମୃତ୍ୟୁ ସଂଖ୍ୟା ୮୪୮ ଜଣ
August 04
20:18 2021

ଭୁବନେଶ୍ୱର, ୪/୮ : ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀରୁ ୨୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୨ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୦୪ଜଣ ରହିଛନ୍ତି।
ଚିହ୍ନଟ କରୋନା ଆକ୍ରାନ୍ତଙ୍କୁ ମିଶାଇଲେ ରାଜଧାନୀରୁ ଏଯାବତ ୧୦୦୮୭୩ଟି କରୋନା ମାମଲା ସାମ୍ନାକୁ ଆସିଛି। ସେହିପରି ୯୭୩୮୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୮୪୮ଜଣଙ୍କ ଏଥିରେ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୨୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031