Indus Valley Times

ଗତ ୨୪ ଘଣ୍ଟାରେ ୨୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତ ସଂଖ୍ୟା ୯୪୭୮୫୯କୁ ବୃଦ୍ଧି

 Breaking News

ଗତ ୨୪ ଘଣ୍ଟାରେ ୨୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତ ସଂଖ୍ୟା ୯୪୭୮୫୯କୁ ବୃଦ୍ଧି

ଗତ ୨୪ ଘଣ୍ଟାରେ ୨୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍  ସଂକ୍ରମିତ ସଂଖ୍ୟା ୯୪୭୮୫୯କୁ ବୃଦ୍ଧି
July 15
08:50 2021

ଭୁବନେଶ୍ୱର ୧୫/୭ : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୭୮୫୯ରେ ପହଞ୍ଚିଛି । ତେବେ ଗୁରୁବାର ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧୩ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୮୯୭ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୭୮୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨୨୯୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୧୮୦୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୭୭୨୯୩୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031