Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ
May 06
09:51 2022

ଭୁବନେଶ୍ୱର, ୬/୫ : ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୧୧୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୮୩୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୩୯୫୪୨୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031